ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଆଖିରେ ରଖି ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ଲାନ ପ୍ରସ୍ତୁତ କରି ପଠାଅ
ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ବୈଠକ,ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ୍ କମିଶନର ତଥା ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଆଜି ସମସ୍ତ ଜିଲ୍ଲାପାଳମାନଙ୍କ ସହ ବିପର୍ଯ୍ୟୟ ପରିଚାଳନା ସଂକ୍ରାନ୍ତୀୟ ବିଭିନ୍ନ ଦିଗ ସଂପର୍କରେ…