କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ନବୀକରଣ କାମ ସମୀକ୍ଷା କଲେ 5T ସଚିବ
ଡିସେମ୍ବର ସୁଦ୍ଧା Clinical Block ଓ ଆବାସିକ ବ୍ଲକର କାମ ଶେଷ ପାଇଁ ପରାମର୍ଶ
ଭୁବନେଶ୍ୱର:କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ ଓଡିଶା ନୁହେଁ ସାରା ଦେଶର ଏକ ମର୍ଯ୍ୟଦାଜନକ ଚିକିତ୍ସା ପ୍ରତିଷ୍ଠାନ । ଶିକ୍ଷା ଓ ଚିକିତ୍ସା କ୍ଷେତ୍ରରେ ଏହାର ଏକ ବିଶେଷ ସୁନାମ ରହିଛି ।…