ଉସ୍କି ଆଶ୍ରମ ବିଦ୍ୟାଳୟ ଠାରେ ପିତାମାତା ଓ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ
ଯଶିପୁର: ମୟୂରଭଞ୍ଜ ଜିଲ୍ଲା ଯଶିପୁର ବ୍ଲକ୍ ଉସ୍କି ଆଶ୍ରମ ବିଦ୍ୟାଳୟ ଠାରେ ପିତାମାତା ଓ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ର ଚେୟାରମେନ ଶ୍ରୀମତୀ ଲେତ ଜେରାଇ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ ପିତାମାତା ତଥା ଅଭିଭାବକ ଗଣ…