ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ତିନି କର୍ମଚାରୀଙ୍କୁ ଚାକିରିରୁ ଅବସରକାଳୀନ ସମ୍ବର୍ଦ୍ଧନା ସଭା ।
ନବରଙ୍ଗପୁର : ଅଶୋକ ସାହୁ, ଶାସକ ପ୍ରଶାସକ.ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଓ କର୍ମଚାରୀ ଙ୍କ ତରଫରୁ ନବରଙ୍ଗପୁର ଜିଲ୍ଲାପାଳ ଙ୍କ ଆବାସିକ କାର୍ଯ୍ୟାଳୟର ଏଲ କ୍ରିଷ୍ଣା ରାଓ ପଟ୍ଟନାୟକ ଚପରାସି, ଜିଲ୍ଲା ସାମାଜ ମଙ୍ଗଳ ବିଭାଗର ବିଭାଗୀୟ ଅଧିକାରୀ ପବିତ୍ର ମୋହନ ପ୍ରଧାନ ଏବଂ…