“ସୁର ରାଉତରା ଜବରଦଖଲ କରେନି”

https://youtu.be/UlbMjNEFsLE ଭୁବନେଶ୍ୱର ; "ସୁର ରାଉତରା ଜବରଦଖଲ କରେନି. ମୁ ଜବରଦଖଲରେ ରୁମ ରଖିଛି ବୋଲି ଯିଏ କହୁଛି ସେମାନେ ଜାଣନ୍ତିନି | ଛୁଆ ଗୁଡା  |  ଅନେକ ବର୍ଷ ଧରି ଲିଙ୍ଗରାଜ ମନ୍ଦିର ପାଖରେ ଏକାମ୍ର କଲା ପ୍ରକାଶନୀର ବିଶାଳ ଭଜନ ମଣ୍ଡପ ଥିଲା | ସେଠାରେ ଅଫିସ  ଥିଲା,…

ମୁଖ୍ୟମନ୍ତ୍ରୀ ସତ୍ୟର ସାମ୍ନା କରନ୍ତୁ ଏବଂ ଓଡ଼ିଶାବାସୀଙ୍କୁ ସତ କୁହନ୍ତୁ – ଜୟ ନାରାୟଣ ମିଶ୍ର

 ଓଡ଼ିଶାର ମୁଖ୍ୟମନ୍ତ୍ରୀ ଗଣମାଧ୍ୟମରେ ଯେଉଁ ବିବୃତ୍ତି ଦେଇଛନ୍ତି ବୋଧହୁଏ ସେ ଗୃହ ବିଭାଗ ଦ୍ୱାରା ଆଗତ ହୋଇଥିବା ଶ୍ୱେତପତ୍ରକୁ ପଢି ନାହାନ୍ତି  ଶ୍ୱେତପତ୍ରରେ ଥିବା ତଥ୍ୟନୁସାରେ ୨୦୨୧ ତୁଳନାରେ ୨୦୨୨ରେ ଧର୍ତ୍ତବ୍ୟ ଅପରାଧ ହାର ୧୪.୬୫ % ବୃଦ୍ଧି ପାଇଛି  କିଛି ଦିନ…

ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼: ରୋହିତ ତିୱାରୀ

ଭୁବନେଶ୍ୱର , ୨୪/ ୦୩ : ନିଜ ଭୁଲ୍‌ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼ିବା ଉଚିତ୍ । ଆଗକୁ ବଢ଼ିବା ପାଇଁ ନିଜ ଭିତରେ ଗୋଟିଏ ଜିଦ୍ ରହିବା ଆବଶ୍ୟକ ଏବଂ ଜୀବନରେ ନୈତିକ ମୂଲ୍ୟବୋଧକୁ ସର୍ବାଗ୍ରେ ରଖିବା ଆବଶ୍ୟକ ବୋଲି ଭୁବନେଶ୍ୱର ସ୍ଥିତ ଟ୍ରାଇଡେଂଟ ହୋଟେଲ ମ୍ୟାନେଜର ଶ୍ରୀ ରୋହିତ ତିୱାରୀ…

ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି

ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶୁକ୍ରବାର ଏକ ସଚେତନତା ର‌୍ୟାଲି ଆୟୋଜିତ ହୋଇଯାଇଛି । ଯକ୍ଷ୍ମାର କାରଣ, ନିରାକରଣ ଓ ଚିକିତ୍ସା ପଦ୍ଧତି ବିଷୟରେ…

ପ୍ରତି ଦଶ ଲକ୍ଷରେ ଜଣକ କ୍ଷେତ୍ରରେ ଦେଖାଦେଉଥିବା ଜନ୍ମଗତ ତ୍ରୁଟିର ସମ୍ମମ୍‌ରେ ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ୨୪/ ୦୩ : ଏକ ବିରଳ ଘଟଣାରେ ଜନ୍ମଗତ ତ୍ରୁଟି ଯୋଗୁଁ ମୁହଁର ବିଭିନ୍ନ ଅଂଶରେ ଛିଦ୍ର ଓ ଫାଙ୍କ (ଟେସିୟର୍ କ୍ଲେଫ୍ଟ) ଥିବା ଗୋଟିଏ ୧୫ ମାସର ଶିଶୁ କନ୍ୟାର ସଫଳ ଅସ୍ତ୍ରୋପଚାର କରିଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ସର୍ଜନ । ଶିଶୁ କନ୍ୟା ସ୍ମୃତିର ଆଖି ଏବଂ ନାକରେ ଅନେକ…

ଶୁଣ୍ଢିକାଟେଣୀ ଗ୍ରାମ୍ୟ ଜଙ୍ଗଲ ଜଳୁଛି : ନିଆଁ ଲିଭାଇଲେ ଜିଲ୍ଲା ପରିଷଦ ସଦସ୍ୟ

କାମାକ୍ଷାନଗର,(ରିତେଶ ବ୍ରହ୍ମା):ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପାଞ୍ଚିମାଞ୍ଚଳ ରେଞ୍ଜ ଅନ୍ତର୍ଗତ ଜୟପୁରାକାଟେଣି ପଞ୍ଚାୟତ ଶୁଣ୍ଢିକାଟେଣୀ ଗ୍ରାମ୍ୟ ଜଙ୍ଗଲରେ ଲାଗିଛି ନିଆଁ ।ଏହି ଅଗ୍ନିକାଣ୍ଡରେ ଏକର ଏକର ଜଙ୍ଗଲ ନିଆଁରେ ଜଳିବା ଦ୍ୱାରା ଜଙ୍ଗଲ ନଷ୍ଟ ହେବା ସାଙ୍ଗକୁ ପରିବେଶ ପ୍ରଦୂଷଣ…

ଟ୍ରାକଟର ଧକ୍କାରେ ଜଣେ ଜଣେ ମୃତ

କାମାକ୍ଷାନଗର- ୨୩/୦୩ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଆଜି ରାତି ୮ ଟା ରେ କାମାକ୍ଷାନଗର ବ୍ଲକ ତୁ ମୁ ସି ହା ଥାନା ସୋ ଗ ର ପଞ୍ଚାୟତ କରବର ଗ୍ରାମ ର ନାକ ଫୋଡ଼ି ନାଏକ ଙ୍କ ପୁଅ ଗେ ଡୁ ନାଏକ (୪୨)ଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି l ଘଟଣା ରୁ ଜଣାଯାଇଛି ଯେ ଗେଡୁ କାମ ସାରି ସାଇକେଲରେ ପଣ୍ଡୁ…

୪ ଦିନିଆମହିଳା ଶିଳ୍ପୀ ଶିବିର ଉଦ୍‌ଯାପିତ

ଶିଳ୍ପୀ ଗଢିଲେ ୬ ଫୁଟରବୃହତ୍ କାଗଜ ମୁଖା ପାରମ୍ପରିକ ଶିଳ୍ପକଳା ପ୍ରଦର୍ଶନୀ ଆୟୋଜନକୁବ୍ୟାପକ କରାଯିବ - ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ଭୁବନେଶ୍ୱର, : ଓଡ଼ିଶା ଲଳିତ କଳା ଏକାଡ଼େମୀ,ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରାନୀଳାଦ୍ରୀବିହାର…

ଆନ୍ତର୍ଜାତୀୟ ମିଲେଟ ବର୍ଷ ପାଳନ ଉପଲକ୍ଷେ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ I

ସୁନ୍ଦରଗଡ଼/ରାଉରକେଲା(ବସନ୍ତ କୁମାର ଜେନା) : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୃଷ୍ଟି ପୁନର୍ବାସ କେନ୍ଦ୍ର ଠାରେ ଆଜି ଆନ୍ତର୍ଜାତୀୟ ମିଲେଟ ବର୍ଷ ପାଳନ ଉପଲକ୍ଷେ ଏକ ମିଲେଟ ଉତ୍ପାଦ ର ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଜନସାଧାରଣ ମଧ୍ୟରେ ମିଲେଟ ଉତ୍ପାଦ ଗୁଡ଼ିକର…

ମୋଦି ଗଣତନ୍ତ୍ରର ହତ୍ୟାକାରୀ: କଂଗ୍ରେସ

ଓଡିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶପୁତଳିକା ଦାହ ଭୁବନେଶ୍ୱର- ରାହୁଲ ଗାନ୍ଧୀ ଡରିଯିବାର ନେତା ନୁହନ୍ତି । ଭୟ ଦେଖାଇ ତାଙ୍କ ସ୍ୱରକୁ କେହି ଚାପି ପାରିବ ନାହିଁ । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ପ୍ରଥମ ଥର ପାଇଁ ଭାରତ ବର୍ଷର…