ଓଡ଼ଗାଁ ବ୍ଲକରେ ୪ଟି ଗୋଦାବରୀଶ ମିଶ୍ର ଆଦର୍ଶ ସ୍କୁଲର ଶିଳାନ୍ୟାସ
ଓଡ଼ଗାଁ, ୭।୬(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆଭାସୀ ମାଧ୍ୟମରେ ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବ୍ଲକ ଅନ୍ତର୍ଗତ ରଣପୁର ନିର୍ବାଚନମଣ୍ଡଳୀର ୪ଟି ଗୋଦାବରୀଶ ମିଶ୍ର ଆଦର୍ଶ ସ୍କୁଲର ଶିଳାନ୍ୟାସ କରିଛନ୍ତି। ଶିଳାନ୍ୟାସ ହୋଇଥିବା ବିଦ୍ୟାଳୟଗୁଡ଼ିକ ହେଲେ—…