ଡାକ୍ତରଖାନା ପରିସର ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ରବିବାର ଖୋଲା ରହିବ
ଭୁବନେଶ୍ବର : ରାଜ୍ୟର ଡାକ୍ତଖାନା ପରିସରରେ ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଏଣିକି ରବିବାର ଦିନରେ ଖୋଲା ରହିବ । ଏ ନେଇ ଗୃହ ଓ ନଗରଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ ଜିଲ୍ଲାପାଳ ତଥା ଜିଲ୍ଲା ଆହାର ସମିତିର ସଭାପତିମାନଙ୍କୁ…