ପଦ୍ମପୁର ଗସ୍ତରେ ବିଜେଡି ସାଂଗଠନିକ ସମ୍ପାଦକ ବବି ଦାସ
ବରଗଡ :- ବିଜୁ ଜନତା ଦଳର ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଆଜି ବରଗଡ଼ ଜିଲ୍ଲା ଗସ୍ତ ସମୟରେ ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ଶ୍ରୀ ସୁଶାନ୍ତ ସିଂ ଙ୍କର ସହିତ ପଦ୍ମପୁର ନିର୍ବାଚନ ମଣ୍ଡଳୀ କୁ ଗସ୍ତ କରିଥିଲେ । ପଦ୍ମପୁର ପହହଞ୍ଚିବା ପରେ ପ୍ରଥମେ…