Sign in
Sign in
Recover your password.
A password will be e-mailed to you.
Author
SPNEWS 57911 posts 0 comments
ସୋଆରେ ଚାଲିଥିବା ଚାରି ଦିନିଆ ସ୍ପୋର୍ଟ୍ସ ଫେଷ୍ଟ ଉଦ୍ଯାପିତ – କ୍ରିକେଟ ଓ ଟେନିସ୍ରେ ସୋଆ ବିଜୟୀ
ଭୁବନେଶ୍ୱର , ୨୨/ ୦୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଚାଲିଥିବା ୪ ଦିନିଆ ସ୍ପୋର୍ଟ୍ସ ଫେଷ୍ଟ ମଙ୍ଗଳବାର ଉଦ୍ଯାପିତ ହୋଇଥିବା ବେଳେ କ୍ରିକେଟ ଏବଂ ଟେନିସ୍ରେ ସୋଆ ବିଶ୍ୱବିଦ୍ୟାଳୟ ବିଜୟୀ ହୋଇଛି । ସେହିପରି ଭଲିବଲ୍ ଏବଂ ବାସ୍କେଟବଲ୍ରେ ରନର ଅପ୍ ଟାଇଟଲ୍ ହାସଲ କରିଛି ସୋଆ । କ୍ରିକେଟ…
ଜିଲ୍ଲା ସ୍ତରୀୟ ଆଶା , ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଆଶା , ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପରିଷଦ ସଭାପତି ଶ୍ରୀଯୁକ୍ତ ଜି. ତିରୁପତି…
ଜିଲ୍ଲା ସ୍ତରୀୟ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମ୍ୟ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନରେ ଜିଲ୍ଲାସ୍ତରୀୟ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ଡ଼ଃ ମିନତୀ ବେହେରା , ଅଧ୍ୟକ୍ଷା , ଓଡିଶା ରାଜ୍ୟ ମହିଳା…
ରୁକୁଣାରଥ ପାଇଁ ଓଡ଼ଗାଁ ଅଞ୍ଚଳରୁ ଗଲାକାଠ
ଓଡ଼ଗାଁ,୨୧।୩(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ବାନାଞ୍ଚଳ ରଘୁନାଥ ସମବାୟ ମହାବିଦ୍ୟାଳୟ ପଛପାଖ ଆମ୍ବବଗିଚା ନିକଟରୁ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣାରଥ ନିର୍ମାଣ ପାଇଁ ୭ଗଣ୍ଡି କାଠ ସଂଗ୍ରହ କରାଯାଇଛି।ବନକର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ଉପସ୍ଥିତିରେ ରଥକାଠ ଛେଦନ କରାଯାଇଥିଲା। ରଥ…
ଟିକାବାଲି ବନ୍ୟାଞ୍ଚଳ ବିଭାଗ ଦ୍ୱାରା ଜଙ୍ଗଲ ନିଆଁ ସଚେତନତା ଶିବିର ଅନୁଷ୍ଠିତ
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଅଧିନସ୍ଥ ଟିକାବାଲି ବନ୍ୟାଞ୍ଚଳ କାର୍ଯ୍ୟାଳୟ ଠାରେ ବନ୍ୟାଞ୍ଚଳ ବିଭାଗର ଜଙ୍ଗଲ ନିଆଁ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି I ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଚକାପାଦ ବ୍ଳକ ଅଧ୍ୟକ୍ଷା ଶ୍ରୀମତୀ ବ୍ୟନେତ୍ରି କହଁର, ଟିକାବାଲି…
ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ
ପ୍ରଶିକ୍ଷଣ ନେଲେ ୩୦ ଜିଲ୍ଲାର ୮୦ ଜଣ ବାଳିକା
ଭୁବନେଶ୍ୱର: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକସ୍ତରୀୟ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉତ୍କଳ କରାଟେ ସ୍କୁଲ ପରିସରଠାରେ ଉଦଯାପିତ ହୋଇଯାଇଛିା ଏଥିରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆସିଥିବା ୮୦ ଜଣ ବାଳିକା…
ଅଭୟଙ୍କୁ ନୂଆ ଜୀବନ ଦେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା
(ସହାୟତା ଯୋଗାଇଦେଲା ଓଡ଼ିଶା-ମୋ ପରିବାର)
କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଦିଲୋ ଗ୍ରାମର ବାସିନ୍ଦା ଅଭୟ କୁମାର ରାଉତ ଗତ ମାର୍ଚ୍ଚ ୧୫ତାରିଖ ବିଳମ୍ବିତ ରାତିରେ ହଠାତ୍ ହୃଦ୍ ଘାତର ଶିକାର ହେଲେ । ପରିବାରବର୍ଗ ନିଜର ବୁଦ୍ଧି ବଳରେ ପମ୍ପିଂ କରି ଅଭୟଙ୍କୁ…
ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବାର୍ଷିକି ଷୋହଲ ପ୍ରହରୀ ନାମଯଜ୍ଞ
ମେଲଛାମୁଣ୍ଡା,୨୦/୩(ମନୋଜ ଭୋଇ)- ବରଗଡ ଜିଲ୍ଳା ଝାରବନ୍ଧସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଜଗନ୍ନାଥ ମନ୍ଦିର ପ୍ରାଣ ପ୍ରତିଷ୍ଠାର ୨୩ତମ ବାର୍ଷିକି ଉତ୍ସବ ଅବସରରେ ଷୋହଲ ପ୍ରହରୀ ନାମଯଜ୍ଞ ତିନି ଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଛି । ଯଜ୍ଞର ଆଦ୍ୟ ପର୍ବ କଲସ ଶୋଭାଯାତ୍ରା ଶନିବାର ଦିନ…
ସୀମାନ୍ତ ରେ ରକ୍ତ ଦାନ ଶିବିର, ଯବାନ ମାନେ କଲେ ରକ୍ତ ଦାନ
ବରଗଡ :- ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଜଗଦଲପୁର ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି ବିଜୁ ଜନତା ଦଳର ଓଡିଶା ମୋ ପରିବାର ତରଫରୁ ଏକ ରକ୍ତଦାନ ଶିବିର ର ଅୟୋଜନ କରାଯାଇଥିଲା । ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ଙ୍କର ନିର୍ଦେଶ ରେ ଅୟୋଜିତ ଏହି ଶିବିର କୁ ମୁଖ୍ୟ ଅତିଥି…