ନୂତନ ଗଜପତି ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ସ୍ମୃତିରଞ୍ଜନ ପ୍ରଧାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ସ୍ମୃତିରଞ୍ଜନ ପ୍ରଧାନ (ଭା.ପ୍ର.ସେ.) ଶୁକ୍ରବାର ଦିନ ଯୋଗଦାନ କରିଛନ୍ତି। ପୂର୍ବରୁ ଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା (ଭା.ପ୍ର.ସେ.)ଙ୍କୁ ରାଜ୍ୟ ମହିଳା ଓ ଶିଶୁ ବିକାଶ…