“ଶିଶୁଙ୍କ ପାଇଁ ଦିନଟିଏ “କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର : ଭୁବନେଶ୍ଵର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷଣ ଗୃହ(ସର୍କିଟ୍ ହାଉସ) ଠାରେ” ଶିଶୁଙ୍କ ପାଇଁ ଦିନଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଖୋର୍ଦ୍ଧା ଶ୍ରୀମତୀ ପୁଷ୍ପାଞ୍ଜଳୀ ମିଶ୍ର ଅଧ୍ୟକ୍ଷତା କରିଥିଲେ । ଜିଲ୍ଲା ଶିଶୁ…