ବଜେଟରେ ଗାଁ ଗାଁ କୁ ସବୁଦିନିଆ ରାସ୍ତା ଦ୍ୱାରା ସଂଯୋଗୀକରଣକୁ ଗୁରୁତ୍ୱ

ବଜେଟ ୨୦୨୩-୨୪ର ମୁଖ୍ୟାଂଶ: ଗ୍ରାମ୍ୟ ଉନ୍ନୟନ ବିଭାଗ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ରାଜ୍ୟବାସୀ, ବିଶେଷ କରି ଗ୍ରାମାଞ୍ଚଳରେ ରହୁଥିବା ଲୋକଙ୍କ ସାମାଜିକ-ଆର୍ଥିକ ପ୍ରଗତି ପାଇଁ ପ୍ରତିଶ୍ରୁତିବଦ୍ଧା ସବୁଦିନିଆ ରାସ୍ତା ଓ ସେତୁ ନିର୍ମାଣ ଦ୍ୱାରା ଗ୍ରାମାଞ୍ଚଳର…

ଡ୍ରାଇଭର ଆନ୍ଦୋଳନ ପ୍ରତ୍ୟାହୃତ

ନୟାଗଡ଼,୧୭/୩: ୧୦ ଦଫା ଦାବି ନେଇ ରାଜ୍ୟ ଡ୍ରାଇଭର ମହାସଂଘ ଡାକରାରେ ଷ୍ଟିଆରିଂ ଛାଡ ଆନ୍ଦୋଳନକୁ ଆଜି ପ୍ରତ୍ୟାହାର କରିଛି ନୟାଗଡ଼ ଜିଲ୍ଲା ଡ୍ରାଇଭର ସଂଘ । ଯାହାକୁ ନେଇ ୩ ଦିନ ଧରି ନୟାଗଡ଼ ମୁଖ୍ୟ ଛକ ଠାରୁ ଆରମ୍ଭ କରି ବିଭିନ୍ନ ବ୍ଲକ ସ୍ତରରେ ୮ ଗୋଟି ବ୍ଲକରେ ହଜାର ହଜାର ଡ୍ରାଇଭର ମାନେ…

ସରକାରଙ୍କ ପ୍ରତାରଣା ପ୍ରତିବାଦରେ ପ୍ରାଥମିକ ଶିକ୍ଷକଙ୍କ ଡ୍ରେସକୋଡ଼ ବର୍ଜନ

ନୟାଗଡ଼,୧୭/୩: ପ୍ରାଥମିକ ଶିକ୍ଷକମାନଙ୍କ ପ୍ରତି ରାଜ୍ୟ ସରକାରଙ୍କ ପ୍ରତାରଣା ପ୍ରତିବାଦରେ ଜିଲ୍ଲାରେ କାର୍ଯ୍ୟରତ ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକମାନେ ସରକାରଙ୍କ ଡ୍ରେସକୋଡ଼କୁ ସମ୍ପୂର୍ଣ୍ଣ ଭାବେ ବର୍ଜନ କରିଛନ୍ତି। ଗତ ୧୫ ତାରିଖରେ ରାଜ୍ୟ ସଂଘର ଆହ୍ୱାନ କ୍ରମେ ଭୁବନେଶ୍ୱରଠାରେ…

ଦୌଡ଼ିବା ଅଭ୍ୟାସ ବେଳେ ହୃଦଘାତରେ ମୃତ୍ୟୁ

ନୟାଗଡ଼,୧୭/୩:ଖଣ୍ଡପଡା ଥାନା ଅନ୍ତର୍ଗତ କିଆଝର ପଞ୍ଚାୟତ ରାକେସିଆ ଗ୍ରାମର ଆନନ୍ଦ ସେଠୀଙ୍କ କନିଷ୍ଠ ପୁତ୍ର ମଣ୍ଟୁ ସେଠୀ ( ୨୨) ଙ୍କର ଅକାଳ ବିୟୋଗ ହୋଇଥିବା ସୂଚନା ମିଳିଛି। ସୂଚନା ମୁତାବକ ମଣ୍ଡୁ ଓଡିଶା ପୁଲିସ ପାଇଁ ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ତେବେ ଶାରୀରିକ ପରୀକ୍ଷାର…

କିଟ୍‍ ଟିବିଆଇ ପକ୍ଷରୁ ୟୁକେ-ଇଣ୍ଡିଆ ହେଲ୍‍ଥ ବୁଟ୍‍କ୍ୟାମ୍ପ

ଭୁବନେଶ୍ୱର: କିଟ୍‍ ଟିବିଆଇ, ଏକାଡେମୀକ୍‍ ହେଲ୍‍ଥ ସାଇନ୍‍ସ ନେଟୱର୍କ, ହମ୍ବର, ଭୁବନେଶ୍ୱର ସିଟି ନଲେଜ ଇନୋଭେସନ୍‍ କ୍ଲଷ୍ଟର ଫାଉଣ୍ଡେସନ୍‍ ମିଳିତ ଆନୁକୂଲ୍ୟରେ ତିନିଦିନିଆ ୟୁକେ-ଇଣ୍ଡିଆ ହେଲ୍‍ଥଟେକ୍‍ ବୁଟ୍‍କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦେଶର ବିଭିନ୍ନ ରାଜ୍ୟରୁ ଡିଜିଟାଲ୍‍…

ପାରାଭାଡ଼ି ଏବଂ ଶିଶୁପାଳଗଡ଼ରେ ଖନନ କାର୍ଯ୍ୟକୁ ବନ୍ଦ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଉ- ଧର୍ମେନ୍ଦ୍ର…

ଐତିହ୍ୟ ଓ କୀର୍ତ୍ତିରାଜିର ସୁରକ୍ଷା ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଦୁଇଟି ପତ୍ର ନୂଆଦିଲ୍ଲୀ/ଭୁବନେଶ୍ୱର, ମାର୍ଚ୍ଚ ୧୭ – ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ)ର ସଂରକ୍ଷିତ ସ୍ଥାନ ଖୋର୍ଦ୍ଧା ଜିଲ୍ଲାର ଶିଶୁପାଳଗଡ଼ରେ ବ୍ୟାପକ ଖନନ ଓ…

ଏକାମ୍ର ହାଟରେ ହସ୍ତଶିଳ୍ପ ପ୍ରଦର୍ଶନୀ -୨୦୨୩ ଉଦ୍ଘାଟିତ

ଭୁବନେଶ୍ୱର, ତା.୧୬/୦୩/୨୦୨୩:ଓଡ଼ିଶା ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ. (ଉତ୍କଳିକା) ଦ୍ୱାରା ବିକାଶ ଆୟୁକ୍ତ (ହସ୍ତଶିଳ୍ପ), ନୂଆଦିଲ୍ଲୀ ଭାରତ ସରକାର ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା, ଭୁବନେଶ୍ୱରଙ୍କ…

ଓଡ଼ିଶୀ ସଂଗୀତର ପ୍ରବୀଣ ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ସ୍ମୃତି ଉଦ୍ଦେଶ୍ୟରେ ସଂଗୀତ ସଂଧ୍ୟା

ଭୁବନେଶ୍ୱର ତା-16.03.2023: ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଓଡ଼ିଶୀ ସଂଗୀତ ଜଗତର ପ୍ରଖ୍ୟାତ ଏବଂ ପ୍ରବୀଣ ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ଥିବା ଉତ୍କଳ ରଙ୍ଗ ମଂଚରେ…

କିମ୍‍ସ କ୍ୟାନ୍‍ସର୍‍ ସେଣ୍ଟରରେ ଆରମ୍ଭ ହେଲା ରେଡିଏସନ୍‍ ଅଙ୍କୋଲୋଜି କ୍ଲିନିକାଲ୍‍ ସେବା

ଭୁବନେଶ୍ୱର, ୧୬ । ୩: କର୍କଟ ରୋଗୀଙ୍କ ପାଇଁ ଖୁସି ଖବର । ମାର୍ଚ୍ଚ ୧୪ ତାରିଖଠାରୁ ଆରମ୍ଭ ହୋଇଛି କିମ୍‍ସ କ୍ୟାନ୍‍ସର୍‍ ସେଣ୍ଟରର ରେଡିଏସନ୍‍ ଅଙ୍କୋଲୋଜି କ୍ଲିନିକାଲ ସେବା । ଏଠାରେ ଏଣିକି କର୍କଟ ରୋଗୀଙ୍କ ପାଇଁ ରେଡିଓଥେରାପୀ ଅଭ୍ୟାସ ଏବଂ ଏଥିସହ ସଂଶ୍ଳିଷ୍ଟ ଗବେଷଣା କାର୍ଯ୍ୟ ଓ ରୋଗୀ…