ରକ୍ତ ଦିଅନ୍ତୁ, ଜୀବନ ବଞ୍ଚାନ୍ତୁ
ଭୁବନେଶ୍ବର : ସୁରକ୍ଷିତ ରକ୍ତର ଆବଶ୍ୟକତା ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ରକ୍ତଦାତାଙ୍କ ସ୍ୱେଚ୍ଛାକୃତ ରକ୍ତଦାନ ପାଇଁ ଧନ୍ୟବାଦ ଦେବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜୁନ୍ ୧୪ ତାରିଖକୁ ବିଶ୍ୱ ରକ୍ତଦାତା ଦିବସ ଭାବେ ପାଳନ କରିଥାଏ। ସ୍ୱେଚ୍ଛାକୃତ ରକ୍ତଦାନକୁ ପ୍ରୋତ୍ସାହିତ କରିବା ପାଇଁ…