୬ ଜଣ ଟ୍ରେନି ଆଇଏଏସ୍ ଅଧିକାରୀଙ୍କ ଶିକ୍ଷା ବିଭାଗ ପରିଦର୍ଶନ
ଭୁବନେଶ୍ୱର:ଓଡିଶା କ୍ୟାଡରର ୬ଜଣ ଟ୍ର୍ରେନି ଆଇଏଏସ୍ ଅଧିକାରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପରିଦର୍ଶନ କରିଛନ୍ତିା ଭୁବନେଶ୍ୱର ସ୍ଥିତ ଗୋପବନ୍ଧୁ ଏକାଡେମୀ ଅଫ୍ ଆଡମିନିଷ୍ଟ୍ରେସନରେ ତାଲିମ ନେବାକୁ ଥିବା ଏହି ପ୍ରଶାସନିକ ଅଧିକାରୀ ଗୁରୁବାର ଦିନ ମୋ ସ୍କୁଲ କାର୍ଯ୍ୟାଳୟ, ଓଡିଶା ବିଦ୍ୟାଳୟ…