ଓଡ଼ିଶା ସରକାରୀ କଲେଜ ଅବସରପ୍ରାପ୍ତ ଶିକ୍ଷକ ସଂଘ ତରଫରୁ ସିଏମଆରଏଫକୁ ୩ ଲକ୍ଷ ଟଙ୍କା ସହାୟତା
ଭୁବନେଶ୍ୱର(ଶାସକ ପ୍ରଶାସକ): ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଓଡ଼ିଶା ସରକାରୀ କଲେଜ ଅବସରପ୍ରାପ୍ତ ଶିକ୍ଷକ ସଂଘ ତରଫରୁ ୩ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରାଯାଇଛି । ଆଜି ପୂର୍ବାହ୍ନରେ…