ବୃକ୍ଷରୋପଣ ସହ ବିଶ୍ୱ ପରିବେଶ ଦିବସ ପାଳନ କଲା ଟିପିଏସ୍ଓଡିଏଲ୍
ଟାଟା ସଷ୍ଟେନେବିଲିଟି ମାସ ଆରମ୍ଭ
ବ୍ରହ୍ମପୁର,ଜୁନ- ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ପକ୍ଷରୁ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଗୋପାଳପୁରସ୍ଥିତ ଜେଏନ୍ ଟାଟା ଟେକ୍ନିକାଲ୍ ଇନଷ୍ଟିଚ୍ୟୁଟ୍ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।…