ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପୱାରକୁ ସିଏସ୍ଆର୍ ଜର୍ଣ୍ଣାଲ ପୁରସ୍କାର

ମୁମ୍ବାଇ / ଭୁବନେଶ୍ୱର:ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ, ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ସମ୍ମାନଜନକ ସିଏସ୍ଆର୍ ଜର୍ଣ୍ଣାଲ ଉତ୍କର୍ଷ ପୁରସ୍କାର ୨୦୨୨ରେ ସମ୍ମାନୀତ କରାଯାଇଛି । ଦିବ୍ୟାଙ୍ଗ ପିଲା ମାନଙ୍କ ପାଇଁ…

କୁନିପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ପତ୍ରିକା ଶିଶୁପଲ୍ଲବ ଉନ୍ମୋଚିତ

ଭଦ୍ରକ : ଶୁଭପଲ୍ଲବ ପବ୍ଲିକେଶନ୍ ଦ୍ୱାରା ପ୍ରକାଶିତ ବାର୍ଷିକ ଓଡ଼ିଆ ଶିଶୁପତ୍ରିକା "ଶିଶୁପଲ୍ଲବ" ଗତକାଲି ଆମ୍ବ ବଉଳର ବାସ କାର୍ଯ୍ୟକ୍ରମରେ ଉନ୍ମୋଚିତ ହୋଇଯାଇଛି । ପଲ୍ଲବୀ ପୂଜାପଣ୍ଡାଙ୍କ ବଳିଷ୍ଠ ସମ୍ପାଦନାରେ ପ୍ରକାଶିତ ହୋଇଥିବା ଏହି ୩ୟ ସଂଖ୍ୟାରେ ରହିଛି କୁନିକୁନି ପିଲାମାନଙ୍କ ପାଇଁ…

ଖାଉଟି ଅଧିକାର ସୁରକ୍ଷା କମିଟି ଆନୁକୂଲ୍ୟରେ ଖାଉଟି ସଚେତନତା କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଖାଉଟି ଅଧିକାର ସୁରକ୍ଷା କମିଟି ଆନୁକୂଲ୍ୟରେ ଖାଉଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଖାଉଟି ଅଧିକାର ସୁରକ୍ଷା କମିଟିର ଗଜପତି ଜିଲ୍ଲା କାର୍ଯ୍ୟକାରୀ ସଭାପତି ତନୁଜା ଶତପଥୀଙ୍କ ସହଯୋଗରେ ଏକ ଶୋଭାଯାତ୍ରା ନଗର ଭ୍ରମଣ କରି ସରକାରଙ୍କ…

ଉସ୍କି ଆଶ୍ରମ ବିଦ୍ୟାଳୟ ରେ ପିତାମାତା/ଅବିଭାବକ ସମ୍ମିଳନୀ ଓ ବାର୍ଷିକ ଉତ୍ସବ

ଯଶୀପୁର: ମୟୂରଭଞ୍ଜ ଜିଲ୍ଲା ଯଶୀପୁର ବ୍ଲକ ଅନ୍ତର୍ଗତ ଉସ୍କି ଆଶ୍ରମ ବିଦ୍ୟାଳୟ ରେ ପିତାମାତା/ଅବିଭାବକ ସମ୍ମିଳନୀ ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପରିଚାଳନା ସମିତି ର ସଭାନେତ୍ରୀ ଶ୍ରୀମତୀ ଲେତ ଜେରାଇ ଙ୍କ ସଭାପତିତ୍ବ ରେ ସଭା କାର୍ଯ୍ୟ ପରିଚାଳନା ହୋଇଥିବା ବେଳେ…

ଛାତ୍ର ଛାତ୍ରୀ ମାନଙ୍କ ବିକାଶ ପାଇଁ ଯାହା ସହଯୋଗ ଆବଶ୍ୟକ ଯୋଗାଇଦେବି -ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ…

https://youtu.be/uXvV_9zsE18  ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ (ନିଶ୍ଚିନ୍ତକୋଇଲି - ଦେବେନ୍ଦ୍ର ଷଡ଼ଙ୍ଗୀ) : ମାହାଙ୍ଗା ନିର୍ବାଚନ ମଣ୍ଡଳୀ ରେ ଯେ କୌଣସି ବିଦ୍ୟାଳୟ ହେଉ ସମସ୍ତ ବିଦ୍ୟାଳୟ ରେ ଆମମାନଙ୍କ ପିଲା ପଢୁଛନ୍ତି, ସମସ୍ତ…

ଶିକ୍ଷକସଂଘ ପକ୍ଷରୁ ବିଧାୟଙ୍କୁ ଘେରାଉ ଓ ଦାବିପତ୍ର ପ୍ରଦାନ

ନୟାଗଡ଼,୨୭/୨: ନୟାଗଡ଼ ବ୍ଲକ ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକସଂଘ ପକ୍ଷରୁ ତିନି ଦଫା ଦାବି ନେଇ ବିଧାୟକ ଡ଼. ଅରୁଣ କୁମାର ସାହୁଙ୍କୁ ତାଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଘେରାଉ କରାଯିବା ସହିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ସୂଚନାଯୋଗ୍ୟ ଯେ ପ୍ରାଥମିକ ଶିକ୍ଷାରୁ ଠିକା ନିଯୁକ୍ତି…

କାମାକ୍ଷାନଗର ମହାବିଦ୍ୟାଳୟର ୪୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ।

କାମାକ୍ଷାନଗର /ରିତେଶ ବ୍ରହ୍ମା- କାମାକ୍ଷାନଗର ମହାବିଦ୍ୟାଳୟର  ୪୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ର ଅଧ୍ୟକ୍ଷ ମଙ୍ଗୁଳୁ ଚରଣ ନାୟକ ଙ୍କ ଅଧ୍ୟକ୍ଷତାରେ ରେ ଆୟୋଜିତ ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଖଣି, ଇସ୍ପାତ୍ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର…

ବିଜୁଜୟନ୍ତୀ ପାଳନପାଇଁ ବିଜେଡିର ପ୍ରସ୍ତୁତି ବୈଠକ

ନୟାଗଡ଼(ଲକ୍ଷ୍ମୀଧର ସାହୁ)ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ବ୍ଳକ ବିଜେଡି ସଭାପତି ଅଜିତ ପ୍ରସାଦ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ବୈଠକରେ ବିଜୁ ଜନତା ଦଳର ସଂଗଠନକୁ ମଜବୁତ୍ କରାଯିବା ଉପରେ…

ରେଡ଼କ୍ରସ ପକ୍ଷରୁ ଯୋଗ ପ୍ରଶିକ୍ଷଣ ଶିବିର

ନୟାଗଡ଼/ଲକ୍ଷ୍ମୀଧର ସାହୁ : ନୟାଗଡ଼ ରେଡକ୍ରସ ସୋସାଇଟ ପକ୍ଷରୁ ଜିଲ୍ଲାସ୍ତରୀୟ ଏକ ଦିନିକିଆ ଯୋଗ ପ୍ରଶିକ୍ଷଣ ଶିବିର ପୁରୁଣା ସହରସ୍ଥିତ ଦକ୍ଷିଣକାଳି ପଡ଼ିଆ ପଡ଼ିଆଠାରେ ରବିବାର ପ୍ରାତଃ ସମୟରେ ଆୟୋଜିତ ହୋଇଯାଇଛି। ନୟାଗଡ଼ ବିଧାୟକ ଡ଼.ଅରୁଣ କୁମାର ସାହୁ, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ…

ନବରଙ୍ଗପୁର ଜିଲ୍ଲା ଯାଦବ ମହାସଭା ଶୋଭାଯାତ୍ରା ଓ ସାଧାରଣ ସଭା ଅନୁଷ୍ଠିତ.

ନବରଙ୍ଗପୁର/ ଅଶୋକ ସାହୁ: ଜିଲ୍ଲା ଯାଦବ ମହାସଭା ର ଅଧିକାର ଶୋଭାଯାତ୍ରା ଓ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଅଛି.ଚାଉଁରିଆଗୁଡା ଠାରୁ ନାଟ ବାଦ୍ୟ ଓ ନାରାବାଜି ସହ ବହୁ ସଂଖ୍ୟାରେ ଯାଦବ ସମାଜ ର ଜିଲ୍ଲା ର ପ୍ରତ୍ୟେକ ବ୍ଲକରୁ ଆସିଥିବା ଯାଦବ ପୁରୁଷ ସ୍ତ୍ରୀ ଯୁବକ ସାମିଲ ହୋଇଥିଲେ। ସ୍ଥାନୀୟ…