ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ବିଭାଗକୁ ଲୋକଙ୍କ ସେବାରେ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଖୁବଶୀଘ୍ର ପୂରଣ ହେବ ପ୍ରତ୍ୟେକ ପରିବାରକୁ ପାନୀୟ ଜଳ ଯୋଗାଣ ଲକ୍ଷ୍ୟ : ଶ୍ରୀ ଅମାତ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଗତ ୪ ବର୍ଷ ମଧ୍ୟରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଲକ୍ଷ୍ୟ ଓ ସଫଳତା ଏବଂ…