ଜେକେ କାଗଜ କଳ ତରଫରୁ କାଗଜ କଳ ପରିସରରେ ବିଶ୍ୱ ପରିବେଶ ଦିବସ ପାଳିତ
ରାୟଗଡ: ଜେକେ କାଗଜ କଳ ତରଫରୁ କାଗଜ କଳ ପରିସରରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ବିଶ୍ଵଜିତ ଦ୍ଵିବେଦୀ, ଉପସଭାପତି (ବାଣିଜ୍ଯ ) , ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ। ବୃକ୍ଷ ରୋପଣ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ତତ୍ ସଙ୍ଗେ କାଗଜ କଳର କର୍ମଚାରୀ…