ପୂର୍ବତନ ବିଧାୟକ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ୫୯ ତମ ଜନ୍ମଜୟନ୍ତୀ
ଭୁବନେଶ୍ୱର- ପୂର୍ବତନ ବିଧାୟକ, ଯୁବନେତା, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ କାର୍ଯ୍ୟକାରୀ ସଭାପତି ସ୍ୱର୍ଗତ ଲଲଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ୫୯ତମ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମ ଆଜି ଲୁଲୁ ମହାପାତ୍ର ରାଜ୍ୟସ୍ତରୀୟ ସ୍ମୃତି କମିଟି ପକ୍ଷରୁ ଭୁବେନେଶ୍ୱର ୟୁନିଟ୍-୯ ସ୍ଥିତ…