ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଜିତେନ୍ଦ୍ର ଚମ୍ପିୟାନ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଗତ ଦୁଇଦିନ ଧରି ନୟାଗଡ଼ରେ ଚାଲିଥିବା ଜିଲ୍ଲାସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟରେ ଜିତେନ୍ଦ୍ର କୁମାରଦାସ ଚମ୍ପିୟାନ ହୋଇ ପ୍ରମାଣପତ୍ର ଓ ଅର୍ଥରାଶି ପୁରସ୍କାର ପାଇଛନ୍ତି। ଅନ୍ୟପକ୍ଷରେ ଦ୍ୱିତୀୟ ସ୍ଥାନରେ ବାଲାରସେନ ପାତ୍ର, ତୃତୀୟ ରେ ଜଳଧର ପାତ୍ର,ଚତୁର୍ଥ ରେ…