ପିତୃମାତୃ ହୀନ ଶିଶୁଙ୍କ ଦଶମ ପରୀକ୍ଷାରେ ଶତ ପ୍ରତିଶତ ସଫଳତା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରାକୃତିକ ଦୁର୍ବିପାକ ଏବଂ କୋଭିଡ଼ ମହାମାରୀ ସିନା ପିଲାମାନଙ୍କ ଠାରୁ ବାପା ଓ ମାଙ୍କୁ ନେଇଗଲା କିନ୍ତୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ନେତୃତ୍ବରେ ଜିଲ୍ଲା ପ୍ରଶାସନ କିନ୍ତୁ ପିଲାମାନଙ୍କୁ ବାପା ମାଁ ର ସ୍ନେହ , ମମତା , ଯତ୍ନ…