ସୁବଳୟା ବିରାଟ ଧନୁଯାତ୍ରା ମହୋତ୍ସବ ଉଦଘାଟିତ
କଂସ ମହାରାଜଙ୍କ ରାଜ୍ୟ ଅଭିଷେକ
ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସ୍ଥିତ ବାବା ଅବଧୂତ ସାଂସ୍କୃତିକ ସଂଘ ପକ୍ଷରୁ ବିରାଟ ଧନୁଯାତ୍ରା ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏଥିରେ ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ ମୁଖ୍ୟ…