ବିଶିଷ୍ଟ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀଙ୍କୁ ଧର୍ମପଦ ପୁରସ୍କାର
ଓଡିଶା ଲଳିତ କଳା ଏକାଡେମୀ ଦ୍ୱାରା ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷଣା
ଭୁବନେଶ୍ୱର : ଓଡିଶା ଲଳିତ କଳା ଏକାଡେମୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶାଙ୍କ ଦ୍ୱାରା ୨୦୨୨ ମସିହା ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ…