କିମ୍ସରେ ବିଶ୍ୱ କର୍କଟ ଦିବସ ପାଳିତ
ଭୁବନେଶ୍ୱର,: କିମ୍ସ କ୍ୟାନସର କେୟାର ସେଣ୍ଟର ପକ୍ଷରୁ ଶନିବାର ବିଶ୍ୱ କର୍କଟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କର୍କଟ ରୋଗର ମୁକାବିଲା କରିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଇବା ଲକ୍ଷ୍ୟରେ ଏକ ପଦଯାତ୍ରା ଆୟୋଜିତ ହୋଇଥିଲା । ଏଥିରେ ଶତାଧିକ…