କାମାକ୍ଷାନଗରରେ ଆରମ୍ଭ ହେବ ଡାଏଲିସିସ୍ ସେଣ୍ଟର
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଡାଏଲିସିସ୍ ସେଣ୍ଟର । ଏ ନେଇ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ୍ରମେ କାମାକ୍ଷାନଗର ଗ୍ରସ୍ତରେ ଆସି ସୂଚନା ଦେଇଛନ୍ତି ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଅଶୋକ…