ଭାରତର ଅଭିବୃଦ୍ଧି ଯୋଜନା ପାଇଁ ନ୍ୟୁ-ଏଜ ଏନର୍ଜି ମିନେରାଲ ଗୁରୁତ୍ୱପୂର୍ଣ୍ଣ :ଶୁଭ୍ରକାନ୍ତ ପଣ୍ଡା
ନୂଆଦିଲ୍ଲୀ : ୨୦୨୩: ଭାରତର ଆର୍ଥିକ ବିକାଶ ଏବଂ ଚିରସ୍ଥାୟୀ ଭବିଷ୍ୟତ ଗଠନ ପାଇଁ ନ୍ୟୁ-ଏଜ ଏନର୍ଜି ମିନେରାଲ ଗୁରୁତ୍ୱପୂର୍ଣ୍ଣ। ଫିକି ଦ୍ୱାରା ପ୍ରସ୍ତୁତ "ନ୍ୟୁ-ଏଜ ଏନର୍ଜି ମିନେରାଲ" ଶୀର୍ଷକ ଏକ ରିପୋର୍ଟର ଉନ୍ମୋଚନ କାର୍ଯ୍ୟକ୍ରମରେ ଫିକ୍କି ଇଣ୍ଡିଆର ସଭାପତି ତଥା ଇମ୍ଫାର ପରିଚାଳନା…