ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ବାର୍ତ୍ତା।
"ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି।
ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲାନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ,…