ଟିପିଏସ୍ଓଡିଏଲ୍ ପକ୍ଷରୁ ପଥପ୍ରାନ୍ତ ନାଟକ ଜରିଆରେ ଜନ ସଚେତନତା ସୃଷ୍ଟି
ପଶୁ ଶିକାର ପାଇଁ ବେଆଇନ ହୁକିଂ, ଟିପିଏସ୍ଓଡିଏଲ୍ ଭିତ୍ତିଭୂମି ନିକଟରେ ବେଆଇନ ନିର୍ମାଣ ଏବଂ ଘରୋଇ ବିଦ୍ୟୁତ ସୁରକ୍ଷା ବିଷୟବସ୍ତୁ ଉପରେ ସଚେତନତା ଅଭିଯାନ
ବ୍ରହ୍ମପୁର, : ନିଜ କର୍ମଚାରୀ, ବ୍ୟବସାୟ ସହଯୋଗୀ ଓ ରାଜ୍ୟବାସୀଙ୍କ ଲାଗି ସୁରକ୍ଷା ସଂସ୍କୃତି ସୃଷ୍ଟି ଓ ପ୍ରସାର କରିବା ଟିପି…