ସିନ୍ଦୁରିଆ ହାଇସ୍କୁଲ ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ନୟାଗଡ଼,୩୦ା୪: ନୟାଗଡ଼ ବ୍ଲକ ଅନ୍ତର୍ଗତ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଦର୍ଶନ ପ୍ରଧାନଙ୍କୁ କ୍ଲଷ୍ଟରସ୍ତରୀୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ନୟାଗଡ଼ ବ୍ଲକ ସଭାଗୃହଠାରେ ରବିବାର ଦିନ ଦିଆଯାଇଛି । ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର ବିଦାୟ ସମ୍ବର୍ଦ୍ଧନା ସଭା…