ଓଡ଼ିଆ ଜାତି ପାଇଁ ଉତ୍କଳଗୌରବ ମଧୁସୂଦନଙ୍କ ତ୍ୟାଗ ଓ ତପସ୍ୟା ଅତୁଳନୀୟ
ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର: ଉତ୍କଳଗୌରବ ମଧୁସୂଦନ ଦାସ ହେଉଛନ୍ତି ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକା ସ୍ୱତନ୍ତ୍ର ଓଡ଼ିଶା ଗଠନର ମୁଖ୍ୟ ବିନ୍ଧାଣୀ ମଧୁବାବୁ ଜଣେ ଆଇନଜୀବୀ, ଶିଳ୍ପୋଦ୍ୟୋଗୀ,…