ରତ୍ନଭଣ୍ଡାର ପ୍ରସଙ୍ଗରେ ମନଗଢ଼ା କାହାଣୀ ଗପୁଛି ବିଜେପି: ବିଜେଡି
ଆଜି ନୁହେଁ, ୧୯୮୫ ମସିହାରୁ ଦୀର୍ଘ ୩୮ ବର୍ଷ ଧରି ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲା ହୋଇନାହିଁ
ନିଜ ଦଳର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ପରୋକ୍ଷରେ ଦାୟୀ କରୁଛନ୍ତି ବିଜେପି ନେତା
ଶ୍ରୀଜଗନ୍ନାଥଙ୍କୁ ନେଇ ରାଜନୀତି କଲେ ଜଗନ୍ନାଥପ୍ରେମୀ ଓଡ଼ିଶାବାସୀ…