ଦୁଇଦିନିଆ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ: ସ୍କୁଲ୍ ଶିକ୍ଷାର ସର୍ବାଙ୍ଗୀନ ବିକାଶ କରିବାକୁ ଆହ୍ୱାନ
ଆଗାମୀ ବର୍ଷେ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ଜିଲ୍ଲା, ବ୍ଲକ୍ ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର(ଶାସକ ପ୍ରଶାସକ):ସରକାରୀ ବିଦ୍ୟାଳୟରେ ପଢ଼ìଥିବା ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ସହ ଶିକ୍ଷା ବିଭାଗକୁ ଅଧିକ ସୁବ୍ୟବସ୍ଥିତ କରିବାକୁ ଆହ୍ୱାନ ଦେଇଛନ୍ତି ଓଡ଼ିଶା…