ବନ୍ଧୁକ ଓ କାତି ଦେଖାଇ ୮୦ହଜାର ଟଙ୍କା ଲୁଟିନେଲେ ଦୁଇ ହେଲମେଟ ପିନ୍ଧା ଦୁର୍ବୃତ୍ତ
କାମାକ୍ଷାନଗର/ ରିତେଶ ବ୍ରହ୍ମା: ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଧୂବାବାହାଳୀ -ଶ୍ରୀମୁଳା ପୂର୍ତ୍ତ ବିଭାଗ ରାସ୍ତା ରେ ଜନ ସେବା କେନ୍ଦ୍ର ଏଜେଣ୍ଟ ଙ୍କ ଠାରୁ ୮୦ ହଜାର ଟଙ୍କା ଲୋଟ ହୋଇଛି |ଏକ କଳା ପଲସର ରେ ଦୁଇ ହେଲମେଟ ପିନ୍ଧା ଦୁର୍ବୁତ୍ତ, ବନ୍ଧୁକ ଓ କାତି ଦେଖାଇ ଏହି ଲୁଟ…