କାମାକ୍ଷାନଗରରେ ବିଜେଡିର ୨୫ ବର୍ଷ ପୂର୍ତ୍ତି ଓ ୨୬ତମ ପ୍ରତିଷ୍ଠ। ଦିବସ ପାଳିତ

କାମାକ୍ଷାନଗର/ରିତେଶ ବ୍ରହ୍ମା:ଆଜି ଢେଙ୍କାନାଳ ଜିଲା କାମାକ୍ଷାନଗର ନିର୍ବାଚନ ମଣ୍ଡଳୀ ବିଜେଡି ତରଫରୁ କାମାକ୍ଷାନଗର ଆଳତୁମା ରଜ ପଡିଆ ଠାରେ ବିଜେଡିର ୨୫ ବର୍ଷ ପୂର୍ତ୍ତି ଓ ୨୬ତମ ପ୍ରତିଷ୍ଠ। ଦିବସ ପାଳିତ ପାଳିତ ହୋଇଯାଇଛି ।ଜିଲା ଯୁବ ବିଜେଡି ସଭାପତି ଧର୍ମାନନ୍ଦ ପରିଡାଙ୍କ ସଭାପତିତ୍ୱରେ…

ସଡ଼କ ଦୁର୍ଘଟଣାରେ ବାଇକ ଆରୋହୀ ଗୁରୁତର

କାମାକ୍ଷାନଗର/ରିତେଶ ବ୍ରହ୍ମା: କାମାକ୍ଷାନଗର ବ୍ଲକ କାଦୁଆ ପଂଚାୟତ ର ମର୍କଟା ଗ୍ରାମ ର ସଂଜୀବୀ ପ୍ରଧାନ ନାମକ ଜଣେ ଯୁବକ ବୟସ 18ଘରୁ ଆସୁଥିବା ବେଳେ ରେକୁଳା ରେଲୁୟେ କ୍ରସିଂଙ୍ଗି ପାଖରେ ଏକ ବିପରୀତ ଦିଗ ରୁ ଅଜଣା ଗାଡି ଧକା ଦେଇଥିଲା ଫଳ ରେ ତାଙ୍କ ବେକ ଓ ଆଖି ରେ ଗଭୀର ଆଘାତ ଲାଗିଥିଲା…

ବାଇସିଙ୍ଗା ଉଚ୍ଚ ବିଦ୍ୟାଳୟରେ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀରେ ପ୍ରତିମୂର୍ତ୍ତି ସ୍ଥାପନ

କାମାକ୍ଷାନଗର,/ରିତେଶ ବ୍ରହ୍ମା :ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବାଇସିଙ୍ଗା ଗ୍ରାମପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ସ୍ୱାମୀ ବିବେକାନନ୍ଦଙ୍କ ୧୬୦ ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି ।ଏଠାରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ…

ଯମୁନା କନ୍ଧୁଣି ବିଦ୍ୟାଳୟ ର ଛାତ୍ରୀଙ୍କର ଗହଣରେ ବିଧାୟିକା ବର୍ଷା

ନୃସିଂହନାଥ ମନ୍ଦିର ପରିସର ରେ ଚାଲୁଥିବା କାର୍ଯ୍ୟର ସମୀକ୍ଷା କଲେ ବରଗଡ :- ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ଦ୍ୱାରା ପ୍ରତିଷ୍ଠିତ ପାଇକମାଳ ବ୍ଲକ ର ଏକ ମାତ୍ର ବାଳିକା ଉଚ୍ଚ ବିଦ୍ୟାଳୟକୁ ପଦ୍ମପୁର ନିର୍ବାଚନ ମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ବର୍ଷା ସିଂ ବରିହା ପରିଦର୍ଶନ କରିଥିଲେ l…

ପାଇକମାଳ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ : ଯୋଗଦେଲେ ବିଧାୟିକା ବର୍ଷା ସିଂ ବରିହା

ବରଗଡ : - ବରଗଡ ଜିଲ୍ଲା ପାଇକମାଳ ପଂଚାୟତ ସମିତି ବୈଠକ ପଞ୍ଚାୟତ ସମିତି ସଭା ଗୃହ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବୈଠକ ନିର୍ଦ୍ଧାରିତ ସମୟ ସକାଳ ୧୦ଟା ୩୦ ରେ ହେବାକୁ ଥିବା ବେଳେ ୧୧ଟା ୩୦ ସମୟ ପଯ୍ୟନ୍ତ ବିଡିଓ ତଥା ଅନେକ ବିଭାଗୀୟ ଅଧିକାରୀ ମାନେ ସଭାଗୃହ କୁ ନ ଆସିବାରୁ କିଛି…

ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ ପାୱାରକୁ ଦ୍ବିତୀୟ ଥର ପାଇଁ ରାଷ୍ଟ୍ରୀୟସ୍ତରୀୟ ଗୋଲଡେନ୍ ପିକକ୍ ସିଏସଆର ପୁରସ୍କାର

ଭୁବନେଶ୍ୱର / ମୁମ୍ବାଇ(ଶାସକ ପ୍ରଶାସକ) : ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଇସ୍ପାତ ସେକ୍ଟରରେ କର୍ପୋରେଟ ସାମାଜିକ ଦାୟିତ୍ବ କାର୍ଯ୍ୟରେ ଉତ୍କର୍ଷତା ପାଇଁ ସମ୍ମାନଜନକ ଗୋଲଡେନ୍ ପାଇକ ପୁରସ୍କାର ୨୦୨୨ ସମ୍ମାନ ପ୍ରଦାନ କରାଯାଇଛି । ଜାନୁଆରୀ ୧୨ରେ…

୭୪ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ଗଜପତି ଷ୍ଟାଡିୟମ୍ ଠାରେ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସାଧାରଣ ତନ୍ତ୍ର ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ…

ହକି ବିଶ୍ବକପ୍ ଉଦଘାଟନୀ ଉତ୍ସବ ପାଇଁ ଗଜପତି ଜିଲ୍ଲା ପ୍ରଶାସନର ବ୍ୟାପକ କାର୍ଯ୍ୟକ୍ରମ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ହକି ବିଶ୍ବକପ୍ ଉଦଘାଟନୀ ଉତ୍ସବର ସିଧା ପ୍ରସାରଣ ପ୍ରତ୍ୟେକ ଓଡ଼ିଆଙ୍କ ପାଖରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କର ଉଦ୍ୟମକୁ ସଫଳ କରିବା ପାଇଁ ଜିଲ୍ଲା ପ୍ରଶାସନ , ଗଜପତି ଗତକାଲି ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବା ଦେଖିବାକୁ ମିଳିଥିଲା ,…

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୭ତମ ବାର୍ଷିକ ଉତ୍ସବ ପାଳିତ

https://youtu.be/prrgCemdTnk  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୭ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହେଇଯାଇଛି। ଏହି ବାର୍ଷିକ ଉତ୍ସବରେ ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ…

ମେଲଛାମୁଣ୍ଡା ଆସନ ମନ୍ଦିରରେ ପହଂଚିଲେ ଠାକୁର ନିଗମାନନ୍ଦ ସରସ୍ୱତୀ ଦେବଙ୍କ ପ୍ରତିଛବି: ସ୍ୱାଗତ ପାଇଁ ବର୍ଣ୍ଣାଢ୍ୟ…

ମେଲଛାମୁଣ୍ଡା,(ମନୋଜ ଭୋଇ)-ବରଗଡ ଜିଲ୍ଳା ଅର୍ନ୍ତଗତ ମେଲଛାମୁଣ୍ଡା ଆସନ ମନ୍ଦିରରେ ଗୁରବାର ଅପରାହ୍ନରେ ପରମହଂସ ଶ୍ରୀମଦ ସ୍ୱାମୀ ଶ୍ରୀ ଶ୍ରୀ ଠାକୁର ନିଗମାନନ୍ଦ ସରସ୍ୱତୀ ଦେବଙ୍କ ପ୍ରତିଛବି କେନ୍ଦ୍ର ଆସନ ମନ୍ଦିର ବିରତୁଙ୍ଗରୁ ଆସି ପହଂଚିଛନ୍ତି । ମେଲଛାମୁଣ୍ଡାରେ ଅପେକ୍ଷାରତ ଭକ୍ତ ବୃନ୍ଦ…