ଅଷ୍ଟାଦଶ କାଦମ୍ବିନୀ ସାହିତ୍ୟ ମହୋତ୍ସବ ଓ ତ୍ରୟୋଦଶ ପତ୍ରିକା ହାଟ

ନମିତା ଗୋଖ୍‍ଲେଙ୍କୁ ନୀଳିମାରାଣୀ ସାହିତ୍ୟ ସମ୍ମାନ ଭୁବନେଶ୍ୱର,: ଆମ ସଂସ୍କୃତି ଓ ଅସ୍ଥିତ୍ୱର ପରିଚୟ ହେଉଛି ଶବ୍ଦ ଓ ସାହିତ୍ୟ ବୋଲି ବିଶିଷ୍ଟ ଲେଖିକା ଓ କବି ତଥା ଜୟପୁର ଜାତୀୟ ସାହତ୍ୟ ମହୋତ୍ସବର ସହ-ପ୍ରତିଷ୍ଠାତା ନମିତା ଗୋଖଲେ ପ୍ରକାଶ କରିଛନ୍ତି । ସୋମବାର ଅଷ୍ଟାଦଶ କାଦମ୍ବିନୀ…

ପ୍ରତାପଙ୍କୁ ମିଳିଲା ନୂଆ ଜୀବନ, ସାହା ହେଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର : ଦୁର୍ଘଟଣାଗ୍ରସ୍ତ ଜନୈକ ବ୍ୟକ୍ତି ପ୍ରତାପଙ୍କ ଜୀବନରେ ଘୋଟି ଆସିଥିବା ଅନ୍ଧକାରକୁ ଦୂର କଲା ଓଡ଼ିଶା-ମୋ ପରିବାର । ଜୀବନ ଜିଇଁବା ଦୁର୍ବିସହ ହୋଇପଡ଼ିଥିଲା ତାଙ୍କର, ତାଙ୍କ ଜୀବନକୁ ସହଜ କରିବା ପାଇଁ ଆଶାର ଆଲୋକ ସାଜି ଓଡ଼ିଶା-ମୋ ପରିବାର ଯୋଗାଇଦେଲା “କୃତ୍ରିମ ଅଙ୍ଗ”…

ଲୋକସମ୍ପର୍କ ଅଧିକାରୀମାନେ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରନ୍ତୁ – ପ୍ରମୁଖ ଶାସନ ସଚିବ

ସୂଚନା ଓ ଲୋକସମ୍ପର୍କବିଭାଗରେସଚିବଙ୍କୁ ନୂଆ ବର୍ଷରେ ସ୍ୱାଗତ ସମ୍ବର୍ଦ୍ଧନା ଭୁବନେଶ୍ୱର : ସୂଚନା ଓ ଲୋକସମ୍ପର୍କ ବିଭାଗ ରାଜ୍ୟ ସରକାରଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ । ବିଭିନ୍ନ ଉପଖଣ୍ଡ ସମେତ ଜିଲ୍ଲାସ୍ତରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଏବଂ ରାଜ୍ୟସ୍ତରରେ ସୂଚନା…

୪ ରେ ରାଜକିଶୋର ନାୟକ ସ୍ମାରକୀ ଗାନ୍ଧୀ ବକ୍ତୃତା.

ଭୁବନେଶ୍ବର: ଆସନ୍ତା ୪ ତାରିଖ ପୂର୍ବାହ୍ନ ୧୦ ଘଟିକା ସମୟରେ ପାଟକୁରା ଗାନ୍ଧୀ ଭାବେ ପରିଚିତ ରାଜକିଶୋର ନାୟକଙ୍କ ତ୍ରୟୋଦଶ ସ୍ମାରକୀ ଗାନ୍ଧୀ ବକ୍ତୃତା କାର୍ଯ୍ଯକ୍ରମ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ହେବ । ଚଳିତ ବର୍ଷ ପାଇଁ ବିଷୟ ବସ୍ତୁ ହେଉଛି “ଗାନ୍ଧୀ ବିଚାରର ସର୍ବକାଳୀନ…

ଓଡ଼ଗାଁରେ ଚାଲିଛି ବେଆଇନ ମାଙ୍କଡ଼ା ଖଣି

କୋଟି କୋଟି ଟଙ୍କାର ରାଜସ୍ବ ହାନି, ଭିଜିଲାନ୍ସ ତଦନ୍ତ ପାଇଁ ଦାବି ଓଡ଼ଗାଁ(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ତହସିଲ ଅଧିନରେ ବିନା ଲାଇସେନ୍ସରେ ଦିନ ଦ୍ୱିପହରରେ ଚାଲିଛି ପାକୃତିକ ସମ୍ପଦ ଲୁଟ । ଅଞ୍ଚଳରେ ମାତ୍ର ଦୁଇଟି ଖଣିକୁ ଲିଜ୍ ଦିଆଯାଇଥିବା ବେଳେ ବେଆଇନ ଭାବେ ୮୪ରୁ…

ପୁରୁଷ ହକି ବିଶ୍ଵ କପ୍ ଟ୍ରଫି-୨୦୨୩ କୁ ନବରଙ୍ଗପୁର ଜିଲ୍ଲାରେ ଭବ୍ୟ ସ୍ଵାଗତ।

https://youtu.be/-1bbMLNB__k ନବରଙ୍ଗପୁର /ଅଶୋକ ସାହୁ:  ଓଡ଼ିଶା ଆନ୍ତର୍ଜାତିକ ହକି ମହା ସଂଘ ଦ୍ଵାରା ଆୟୋଜିତ ପୁରୁଷ ହକି ବିଶ୍ଵ କପ୍ ୨୦୨୩ କଳିଙ୍ଗ ଷ୍ଟାଡିୟମ୍ ଭୁବନେଶ୍ୱର ଓ ଓଡ଼ିଶାର ହକିର ଏନ୍ତୁଡ଼ିଶାଳ ସୁନ୍ଦରଗଡ଼ ରେ ଆସନ୍ତା ଜାନୁଆରୀ ୧୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ଖେଳାଯିବ।…

ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ନିଶ୍ଚିନ୍ତକୋଇଲି ରେ ସାଇ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦ୍‌ଘାଟିତ

ନିଶ୍ଚିନ୍ତକୋଇଲି (ଦେବେନ୍ଦ୍ର ଷଢଙ୍ଗୀ)-ନିଶ୍ଚିନ୍ତକୋଇଲି ବଜାର ନିକଟରେ ଲୋକମାନଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ସାଇ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ…

୧୪ ମାସ ପରେ ଗରଜିଲେ ପ୍ରଦୀପ୍ତ : କଂଗ୍ରେସ ସଂଗଠନକୁ ମଝବୁତ୍ କରିବା ପାଇଁ ଶପଥ

"ବିଜେଡ଼ି-ବିଜେପି କୁ ଶୁଆଇ ଦିଆଯିବ ନାହିଁ " ନିଶ୍ଚିନ୍ତକୋଇଲି (ଦେବେନ୍ଦ୍ର ଷଢଙ୍ଗୀ)- ନିଶ୍ଚିନ୍ତକୋଇଲି ବ୍ଲକ ତରତଶାସନ ଗ୍ରାମପଂଚାୟତ ଦାମୋଦରପୁର ଲଙ୍ଗୁଳି ମହାପୁରୁଷ ଙ୍କ ପୀଠରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପୂର୍ବତନ ସମ୍ପାଦକ ପ୍ରଦୀପ୍ତ କୁମାର ଦାସ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ…

ଧର୍ମ ର ରକ୍ଷା ହେଲେ ପୃଥିବୀ ବଞ୍ଚିବ :- ସୁଶାନ୍ତ ସିଂ

ବରଗଡ :- ଆଜି ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ବୁକୁରାମୁଣ୍ଡା ନିକଟସ୍ଥ ମହିମା ଆଶ୍ରମରେ ଆଜି ନବବର୍ଷ ଅବସରରେ ଅୟୋଜିତ ଉତ୍ସବ ରେ ପୂର୍ବତନ ମନ୍ତ୍ରୀ ତଥା ଭଟଲି ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀ ସୁଶାନ୍ତ ସିଂ ତଥା ପଦ୍ମପୁର ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟିକା ବର୍ଷା ରଣୀ…