ଓଏଲଆଇସି ଅଧ୍ୟକ୍ଷ ଅମରେଶ ପତ୍ରୀଙ୍କ ବାଲେଶ୍ୱର ଡିଭିଜନ ଗସ୍ତ : କାର୍ଯ୍ୟ ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ
ଚାଷୀମାନଙ୍କ ସମସ୍ୟାକୁ ଦୃଷ୍ଟି ଦେଇ ପ୍ରକଳ୍ପ ନିର୍ମାଣକୁ ଗୁରୁତ୍ୱ ଦେବାକୁ ପରାମର୍ଶ
ଭୁବନେଶ୍ୱର: ଓଡିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ବୁଧବାର ବାଲେଶ୍ୱର ଜିଲ୍ଲାର ଓଏଲଆଇସି ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ କରି କାର୍ଯ୍ୟ ସମୀକ୍ଷା କରିବା ସହିତ କ୍ଷେତ୍ର ପରିଦର୍ଶନ…