ବିଳମ୍ବରେ ହେଲେ ବି ଟୁଇଟରରେ ମୁହଁ ଖୋଲିଲେ ଧର୍ମେନ୍ଦ୍ର
ଓଡ଼ିଶା ପ୍ରଶାସନ ପୂର୍ବପୁରୁଷଙ୍କୁ ସମ୍ମାନ କରନ୍ତୁ କିମ୍ବା ନ କରନ୍ତୁ କିନ୍ତୁ ଅସମ୍ମାନ କରନ୍ତୁ ନାହିଁ- ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର - ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଅନୁଗୋଳର ଗୋପବନ୍ଧୁ ପାର୍କରେ…