ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ର ସମୀକ୍ଷା ବୈଠକ
ନବରଙ୍ଗପୁର /ଅଶୋକ ସାହୁ: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁ ଥିବା…