ଛେନାପୋଡ଼କୁ ଜିଆଇ ଟ୍ୟାଗ ପାଇଁ ଦାବିପତ୍ର ଦେଲେ ବିଧାୟକ ଡ଼ ଅରୁଣ ସାହୁ
ନୟାଗଡ଼(ଲକ୍ଷ୍ମୀଧର ସାହୁ):ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଆଜି ସଚିବାଳୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶିଳ୍ପ ଏବଂ ଶକ୍ତି ମନ୍ତ୍ରୀ ପ୍ରତାପ ଦେବଙ୍କୁ ସାକ୍ଷାତ କରି ନୟାଗଡ଼ ଛେନାପୋଡ଼କୁ ଜିଆଇ ଟ୍ୟାଗ ପ୍ରଦାନ ପାଇଁ ଆବଶ୍ୟକ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ ଗତ…