୩୧ରୁ ଗଡ଼ିବ ନୟାଗଡ଼ ଟାଉନ ଏବଂ ଭଦ୍ରକ ପାସେଞ୍ଜର ମେମୁ ଟ୍ରେନ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଚଳିତ ମାସ ୩୧ତାରିଖରୁ ନୟାଗଡ଼ ଟାଉନ ଏବଂ ଭଦ୍ରକ ମଧ୍ୟରେ ଏକ ନୂଆ ପାସେଞ୍ଜର ମେମୁ ଟ୍ରେନ ନିୟମିତ ଚଳାଚଳ କରିବ। ଏ ନେଇ ପୂର୍ବତଟ ରେଳ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ଚଳିତ ମାସ ୩୦ ତାରିଖ ଅପରାହ୍ନରେ କେନ୍ଦ୍ର…

ପୂର୍ବତନ ମନ୍ତ୍ରୀ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଉଦ୍ୟମ ହେଲା ସଫଳ

ଉଚ୍ଚ ଶିକ୍ଷା ବିଭାଗ ଅନୁମୋଦନ କ୍ରମେ ଏରକଣା ମହାବିଦ୍ୟାଳୟରେ ଖୋଲିଲା ନୂତନ ଶ୍ରେଣୀ ମାହାଙ୍ଗା (ଦେବେନ୍ଦ୍ର ଷଢଙ୍ଗୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ,ନିର୍ମଳ, ପ୍ରଗତିଶୀଳ ଶାସନରେ ଅନୁପ୍ରାଣିତ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଉଦ୍ୟମ କ୍ରମେ…

ଉତ୍କଳ ରଙ୍ଗମଞ୍ଚରେ ଓଡିଶୀ ସଙ୍ଗୀତଜ୍ଞ ଗୁରୁ ପଣ୍ଡିତ ଶ୍ରୀ ରଘୁନାଥ ପାତ୍ରଙ୍କ ଓଡ଼ିଶୀ ସଙ୍ଗୀତ ପରିବେଷଣ

  https://youtu.be/aRm0oPED8hk ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ , ଓଡ଼ିଶା ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ବାରା ଆୟୋଜିତ "ଓଡ଼ିଶୀ ସଙ୍ଗୀତ ଉତ୍ସବ"ରେ ପାରଳାଖେମୁଣ୍ଡିର ସଙ୍ଗୀତ ନାଟକ…

ଝାରସୁଗୁଡ଼ା ବିଧାନସଭା ଆସନ ଉପନିର୍ବାଚନ ପାଇଁ ବାଜିଲା ବିଗୁଲ

ନୂଆଦିଲ୍ଲୀ : ଝାରସୁଗୁଡ଼ା ବିଧାନସଭା ଆସନ ଉପନିର୍ବାଚନ ପାଇଁ ବାଜିଲା ବିଗୁଲ | ଘୋଷଣା ହୋଇଛି ଉପନିର୍ବାଚନ ତାରିଖ । ମେ’ ୧୦ରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ମେ’ ୧୩ରେ ଭୋଟଗଣତି ହୋଇ ଫଳ ଘୋଷଣା ହେବ । ସେହିପରି କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ତାରିଖ ଏବଂ…

ଭୁବନେଶ୍ୱରର ଉତ୍କଳମଣ୍ଡପଠାରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉତ୍ସାହ ଓ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତିା ଏହି କ୍ରମରେ ଭୁବନେଶ୍ୱରର ଉତ୍କଳମଣ୍ଡପଠାରେ ଅପ୍ରେଲ ଏକ ତାରିଖ ସନ୍ଧ୍ୟାରେ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ…

କ୍ୟାନ୍ସର ରୋଗୀଙ୍କ ଜଟିଳ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କଲେ ସମ୍ ହସ୍ପିଟାଲ୍‌ର ସର୍ଜିକାଲ୍ ଟିମ୍

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଯୁବ ସର୍ଜନଙ୍କର ଏକ ଟିମ୍ ଜଣେ କ୍ୟାନ୍ସର ରୋଗୀଙ୍କର ଅତ୍ୟନ୍ତ ଜଟିଳ ଅସ୍ତ୍ରୋପଚାରକୁ ସଫଳତାର ସହ ସମ୍ପନ୍ନ କରିଛନ୍ତି । ଅଗ୍ନାଶୟ (ପାନ୍‌କ୍ରିଆସ) କର୍କଟ…

ମରୁଡି ସମ୍ପର୍କିତ ଆନ୍ତର୍ଜାତିକ କର୍ମଶାଳାରେ ବହୁବିଧ ବିଶେଷଜ୍ଞତାର ଏକତ୍ରିକରଣ ନେଇ ଗୁରୁତ୍ୱ

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ମରୁଡି ପରିସ୍ଥିତିର ମୁକାବିଲା ନିମନ୍ତେ ବହୁବିଧ ବିଶେଷଜ୍ଞତାର ଏକତ୍ରିକରଣ, ତଥ୍ୟର ଅନୁଶୀଳନ ଏବଂ ମରୁଡି ସଂପର୍କରେ ଆଗୁଆ ସଂକେତ ବ୍ୟବସ୍ଥା ସମ୍ପର୍କରେ ଶିକ୍ଷା ଓ ଅନୁସନ୍ଧାନରେ ଅନୁଷ୍ଠିତ ଏକ ଆନ୍ତର୍ଜାତିକ କର୍ମଶାଳାରେ ବିଶେଷଜ୍ଞମାନେ ଆଲୋଚନା କରିଛନ୍ତି ।…

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବାଳିକା ଉଚ୍ଚ ବିଦ୍ୟାଳୟରେ ଆଇନ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼,୨୮/୩:ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ତରଫରୁ ମା'ମଣିନାଗ ଦୁର୍ଗା ବାଳିକା ଉଚ୍ଚ ବିଦ୍ୟାଳୟ, ରଣପୁରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟାପିକା ଗୀତାଞ୍ଜଳି ମିଶ୍ରସ୍ବାଗତ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ । ପ୍ରାଧିକରଣ ତରଫରୁ ପବନ କୁମାର ବେହେରା,…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ…

“ବିଶ୍ଵ ନାଟ୍ୟ ଦିବସ”ରେ ନାଟୁଆ ମେଳା ଆୟୋଜିତ : ରଘୁନାଥ ପରିଚ୍ଛା ପ୍ରଥମ ଓଡ଼ିଆ ନାଟ୍ୟକାର

https://youtu.be/6Kv8Ev2J3Pg ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ "ବିଶ୍ଵ ନାଟ୍ୟ ଦିବସ" ଅବସରରେ "ନାଟୁଆ ମେଳା" ଆୟୋଜିତ ହୋଇଯାଇଛି। ପ୍ରଗତିଶୀଳ ନାଟ୍ୟ ସଂସ୍ଥା "ତରଙ୍ଗ ରଙ୍ଗ" ପକ୍ଷରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ…