କିଟରେ ପେଡିକ୍ରିଟିକନ୍ -୨୦୨୨ ଉଦ୍ଯାପିତ: ସମସ୍ତ ହସ୍ପିଟାଲ୍ ଓ ମେଡିକାଲ୍ କଲେଜରେ ଶିଶୁରୋଗ ଆଇସିୟୁ ଖୋଲିବାକୁ…
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଇଣ୍ଡିଆନ୍ ଏକାଡେମୀ ଅଫ୍ ପେଡିଆଟ୍ରିକ୍ସ (ଆଇଏଏପି) ଇଣ୍ଟେନ୍ସିଭ୍ର ୨୪ତମ ଜାତୀୟ ସମ୍ମିଳନୀ ପେଡିକ୍ରିଟିକନ୍-୨୦୨୨ ରବିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ଯୋଗ ଦେଇଥିବା ଦେଶ ଓ ବିଦେଶର ଶିଶୁରୋଗ ବିଶେଷଜ୍ଞମାନେ ସମସ୍ତ…