ସଡକ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ : ସାମିଲ ହେଲେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା

ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଳା ପ୍ରଶାସନ, ପରିବହନ ବିଭାଗ ତଥା ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ଆଜି ସଡକ ସୁରକ୍ଷା ପାଳନ ଅବସରରେ ହରଡଖୋଲ ଠାରେ ଥିବା ଜିଲ୍ଳା ସ୍ୱୟଂ ଚଳିତ ଡ୍ରାଇଭିଂ ଟେଷ୍ଟିଙ୍ଗ କେନ୍ଦ୍ର ସମ୍ମୁଖ ରାଜ ରାସ୍ତା ରେ ଦୁଇ ଚକିଆ, ଚାରି ଚକିଆ ଯାନର…

ଏମ.ଏଫ.ଏମ.ଇ ଯୋଜନାର କର୍ମଶାଳା

ସୁବର୍ଣ୍ଣପୁର ( ପ୍ରକାଶ କମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ର ଆନୁକୂଲ୍ୟରେ ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର ଠାରେ ଏକ ପ୍ରଧାନ ମନ୍ତ୍ରୀ ଅଣୁ ଖାଦ୍ୟ ପ୍ରକ୍ରିୟାକରଣ ସଂଗଠିକରଣ ଯୋଜନା ଉପରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ…

ଜଗତସିଂହପୁରରେ ୨୧୪ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟିତ ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ରେ ଏ ପର୍ଯ୍ୟନ୍ତ ଆଠ ଲକ୍ଷ ଲୋକ ଉପକାର ପାଇଲେଣି. ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ପାଇଁ ଆମେ କାମ କରୁଛୁ - ମୁଖ୍ୟମନ୍ତ୍ରୀ ଜଗତସିଂହପୁର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି…

ଦୁଇଟି ଅଚିହ୍ନା ଶବ ସତ୍କାରରେ ସହାୟତା କଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର, : ଭୁବନେଶ୍ୱର କମିଶନରେଟ୍ ପୋଲିସ ଦ୍ୱାରା ଉଦ୍ଧାର କରାଯାଇଥିବା ଦୁଇଟି ଅଚିହ୍ନା ଶବ ସତ୍କାର ପାଇଁ ଆଜି ସମସ୍ତ ସହାୟତା କରିଛି ଓଡ଼ିଶା-ମୋ ପରିବାର । ଏଠାରେ ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ୧୧ ତାରିଖରେ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗିର ଭୀମେଶ୍ୱର ମନ୍ଦରି ନିକଟରୁ…

ସମ୍ ହସ୍ପିଟାଲ୍‌ରେ ଅଲ୍ଟ୍ରାସାଉଣ୍ଡର ବ୍ୟବହାର ନେଇ ଏକ କର୍ମଶାଳା ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଅଲ୍ଟ୍ରାସାଉଣ୍ଡର ବ୍ୟବହାର ନେଇ ଗୁରୁବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଭୁବନେଶ୍ୱରରେ ଶୁକ୍ରବାର ଠାରୁ ୩ ଦିନିଆ ଆଇଏପି ଇନ୍‌ଟେନ୍‌ସିଭ୍ କେୟାର ଚାପ୍ଟର…

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ ରେ ନୂତନ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ୍ ସେରିମନି

ଭୁବନେଶ୍ୱର, : ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ନିମନ୍ତେ ଗୁରୁବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନୂତନ ଏମ୍‌ବିବିଏସ୍ ଛାତ୍ରଛାତ୍ରୀମାନେ ହିପୋକ୍ରାଟିକ୍ ଶପଥ ନେବା ସହ ସେମାନଙ୍କ ନିମନ୍ତେ ହ୍ୱାଇଟ୍ କୋଟ୍…

ସୋଆ କୃଷି ମହାବିଦ୍ୟାଳୟର ଗ୍ରାମ ସଂଯୋଗୀକରଣ କର୍ମଶାଳା ଉଦ୍‌ଯାପିତ

ଦଶ ଟି ଗ୍ରାମରେ ୨୨ଟି ପ୍ରଶିକ୍ଷଣ ଶିବିର ଆୟୋଜନ କଲେ ଛାତ୍ରଛାତ୍ରୀ ଏକ ମାସ ବ୍ୟାପୀ ଗ୍ରାମ ସଂଯୋଗୀକରଣ କାର୍ଯ୍ୟକ୍ରମ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଚତୁର୍ଥ ବର୍ଷ…

ସମ୍ ସିଟିଭିଏସ୍ ଟିମ୍ ଦ୍ୱାରା ଜଟିଳ ହୃଦ ଅସ୍ତ୍ରୋପଚାର ସମ୍ପାଦିତ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କାର୍ଡିଓଥୋରାସିକ୍ ଆଣ୍ଡ ଭାସ୍କୁଲାର ସର୍ଜରୀ (ସିଟିଭିଏସ୍‌) ଟିମ୍ ଦ୍ୱାରା ଜୀବନ ପ୍ରତି ବିପଦ ଥିବା ଦୁଇ ଜଣ ରୋଗୀଙ୍କର ଜଟିଳ ହୃଦରୋଗର…

କେନ୍ଦ୍ରମନ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ

୪.୫ କୋଟି ଓଡ଼ିଆ ସମେତ ୧ କୋଟି ପ୍ରବାସୀ ଓଡ଼ିଆଙ୍କ ହିତ ପାଇଁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଓଡ଼ିଶାର ବିଜେପି ସାଂସଦ ନୂଆଦିଲ୍ଲୀ/ଭୁବନେଶ୍ୱର – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…

ସାରା ଓଡ଼ିଶା ଆଜି କ୍ରୀଡାର ପେଣ୍ଠ ସ୍ଥଳ ପାଲଟିଛି: ବିଷ୍ଣୁବ୍ରତ

ବାସୁଦେବପୁର ରେ ବ୍ଲକ୍ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ ବାସୁଦେବପୁର/ପ୍ରତାପ ପାଢ଼ୀ-ହକି ପୁରୁଷ ବିଶ୍ଵ କପ୍ ୨୦୨୩ ଉପଲକ୍ଷେ ବ୍ଲକ୍ ସ୍ତରୀୟ ପ୍ରତିଯୋଗିତା ବାସୁଦେବପୁର ରେ ପଞ୍ଚାୟତ ସମିତି ଅଧୀନ ଚୂଡ଼ାମଣି ଓ ଶାଶୂ ଭୁଆସୁଣୀ ପଞ୍ଚାୟତ ମଧ୍ଯ ସ୍ଥଳ ହାଇ ସ୍କୁଲ୍ ଖେଳ ପଡିଆ ନିକଟ ରେ…