ଖାଲିଥିବା ପିଜିଟି ପଦବୀ ପୂରଣ ନିମନ୍ତେ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ
ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଖାଲିଥିବା ସ୍ନାତକୋତ୍ତର (ପିଜିଟି) ପଦବୀଗୁଡ଼ିକ ପୂରଣ କରିବା ନିମନ୍ତେ ନିଯୁକ୍ତି ପ୍ରକି୍ରୟା ତ୍ୱରାନ୍ୱିତ କରାଯାଇଛି । ଇତି ମଧ୍ୟରେ ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତି ପ୍ରଦାନ କାର୍ଯ୍ୟ ଓଡ଼ିଶା ଲୋକସେବା…