ଜିଲ୍ଲା ସ୍ତରୀୟ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମ୍ୟ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନରେ ଜିଲ୍ଲାସ୍ତରୀୟ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ଡ଼ଃ ମିନତୀ ବେହେରା , ଅଧ୍ୟକ୍ଷା , ଓଡିଶା ରାଜ୍ୟ ମହିଳା…