ଜିଲ୍ଲାସ୍ତରୀୟ “ମେଧାବୀ ମୟୂରଭଞ୍ଜ” ସମ୍ବର୍ଦ୍ଧନା ସମାରୋହ -୨୦୨୬
ମୟୁରଭଞ୍ଜ ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ।: ମୟୂରଭଞ୍ଜ ଭଳି ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ ଓ ତତସହିତ ଅଧିକ ସଂଖ୍ୟାରେ A1 ଗ୍ରେଡରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ତୀର୍ଣ୍ଣ କରିବାରେ ଲକ୍ଷ୍ୟ ନେଇ ୨୦୨୪-୨୫ ଶିକ୍ଷା ବର୍ଷରୁ…