ମହିଳା ସ୍ନାତକ ମହାବିଦ୍ୟାଳୟରେ ଇତିହାସ ବିଭାଗର ପାଠଚକ୍ର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରେ ଇତିହାସ ଭିଭାଗର ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼.ରୀନା ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଉପସ୍ଥିତ ଛାତ୍ରୀ ମାନଙ୍କୁ…