ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ
ଭୁବନେଶ୍ୱର : ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଅଛି | ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ରୂପ ନାରାୟଣ ସୁନକରଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ…