ଆର୍ଥିକ ଅନିୟମିତତା: ଭଦ୍ରକ ଜିଲ୍ଲା ବଣିଆ ହାଇସ୍କୁଲର ପ୍ରଧାନଶିକ୍ଷକ ନିଲମ୍ବିତ
ଭୁବନେଶ୍ୱର : ଭଦ୍ରକ ଜିଲ୍ଲା ବଣିଆ ଉଚ୍ଚବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନଶିକ୍ଷକ ଶ୍ରୀ ଲକ୍ଷ୍ମୀଧର ମଲିକଙ୍କୁ ଆର୍ଥିକ ଅନିୟମିତତା ନେଇ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାସ ରାଜ୍ୟ ସରକାରଙ୍କ ଭ୍ରଷ୍ଟାଚାର ବିରୁଦ୍ଧରେ ଶୂନ୍ୟ…