ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ଡାକ୍ତରୀ ଶିକ୍ଷାକୁ ନେଇ କର୍ମଶାଳା
ଭୁବନେଶ୍ୱର , ୧୩/ ୦୩ : ଡାକ୍ତରୀ ଶିକ୍ଷା ପ୍ରଦାନ କରୁଥିବା ଅଧ୍ୟାପକ - ଅଧ୍ୟାପିକାମାନେ ଅଧିକ ଜ୍ଞାନ ଆହରଣ କରିବା ସହ କିପରି ସେମାନେ ଉତମ ଶିକ୍ଷକ ହୋଇପାରିବେ ସେ ଦିଗରେ ସେମାନଙ୍କୁ ପ୍ରଶିକ୍ଷିତ କରିବା ନେଇ ସୋମବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍…